Breaking PLUSଓଡ଼ିଶାମୁଖ୍ୟ ଖବର
ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି

ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି । ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ରହିଛି । ୧୦ଟି ପ୍ରଶ୍ନରୁ ୧୦ଟି ଯାକ ଭୁଲ୍ ଥିବା ପରୀକ୍ଷାର୍ଥୀଙ୍କ ଅଭିଯୋଗ । ଅଭିଯୋଗ ପରେ ପରୀକ୍ଷାକୁ ବାତିଲ କଲେ କର୍ତ୍ତୃପକ୍ଷ ।