Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି, 4ଘଂଟା ବନ୍ଦ ରହିବ ଦର୍ଶନ

ଭୁବନେଶ୍ୱର- ଆଜି 12 ତାରିଖ, ଗୁରୁବାର ମାର୍ଗଶୀର: ଶୁକ୍ଳ ଦ୍ୱାଦଶୀ ତିଥି । ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ. ୬:୦୦ ଟିକା ଠାରୁ ରାତ୍ର ଘ. ୧୦:୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।



