Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ

ପୁରୀ- ସନ୍ଧ୍ୟା ୫ଟାରେ ଅନୁଷ୍ଠିତ ହେବ ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ ।ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତାରେ ବୈଠକ ବସିବ ।ବୈଠକରେ ଉପସ୍ଥିତ ରହିବେ ପୁରୀ ଜିଲ୍ଲାପାଳ, ଏସ୍ପି ।ଛତିଶା ନିଯୋଗର ସେବାୟତ ପ୍ରତିନିଧି ମଧ୍ୟ ଉପସ୍ଥିତ ରହିବେ । ପହିଲି ଭୋଗ ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ କରାଯିବ ।



