Breaking PLUSଓଡ଼ିଶାମୁଖ୍ୟ ଖବର

ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ- ପୃଥ୍ୱୀରାଜ ହରିଚନ୍ଦନ

ପୁରୀ- ସୁଡ଼ଙ୍ଗ ନେଇ ସର୍ଭେ ହେବ ।  ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ ବୋଲି ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱରାଜ ହରିଚନ୍ଦନ । ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ ସର୍ଭେ ହେବ । ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ ।  ମରାମତି ପରେ ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରାଯିବ । ୧୯୭୮ ମସିହା ଡାଟାବେସ୍‌ ଅନୁଯାୟୀ ମେଳକ କରାଯିବ ଅଳଙ୍କାର ବୋଲି ସେ କହିଛନ୍ତି ।

Show More

Related Articles

Back to top button