Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ : ଚୈତ୍ର ମାସ କୃଷ୍ଣ ପକ୍ଷ ପଞ୍ଚମୀ ତିଥି । ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ।

Show More

Related Articles

Back to top button