Breaking PLUSଓଡ଼ିଶାମୁଖ୍ୟ ଖବର

ନୂଆବର୍ଷରେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ବିଳମ୍ବିତ ରାତିରୁ ଲାଗି ରହିଛି ଶ୍ରଦ୍ଧାଳୁଙ୍କ ଭିଡ। ଲୋକାରଣ୍ୟ ହୋଇ ଉଠିଛି ବଡଦାଣ୍ଡ। ପ୍ରବଳ ଭିଡ ଯୋଗୁଁ ଠେଲାପେଲା ପରିସ୍ଥିତି ସହ ବ୍ୟାରିକେଡ୍‌ ଭାଙ୍ଗିଲେ ଭକ୍ତ। ସିଂହଦ୍ୱାର ସମ୍ମୁଖରେ ଥିବା ବ୍ୟାରିକେଡ୍‌କୁ ଶ୍ରଦ୍ଧାଳୁ ଭାଙ୍ଗି ଦେଇଛନ୍ତି। ପୁଲିସ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି ।

Show More

Related Articles

Back to top button