Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀଜୀଉଙ୍କ ମହାସ୍ନାନ ନୀତି

ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି କରାଯାଇଛି । ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି।  ଭିତର କାଠରେ ରକ୍ତ ପଡ଼ିଥିବାରୁ ଏହି ବଡ଼ ମହାସ୍ନାନ କରାଯାଇଛି। ପ୍ରାୟ ୨ରୁ ଅଢ଼େଇ ଘଣ୍ଟା ମହାସ୍ନାନ ନୀତି ସରିବା ପରେ ଦର୍ଶନ ସ୍ୱାଭାବିକ ହୋଇଥିଲା।

Show More

Related Articles

Back to top button