Breaking PLUSଓଡ଼ିଶାମୁଖ୍ୟ ଖବର

ବନକଲାଗି ନୀତି – ଚାରି ଘଂଟା ପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ରହିବ ବନ୍ଦ

ପୁରୀ, 15 ଏପ୍ରିଲ-  ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ସଂଧ୍ୟାରେ ଚାରି ଘଂଟା ପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତିରେ ଏନେଇ ସୂଚନା ଦିଆଯାଇଛି । ବୁଧବାର ବୈଶାଖ:କୃଷ୍ଣ ତ୍ରୟୋଦଶୀ ତିଥ୍ୟରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ଏଣୁ ଦ୍ୱିତୀୟ ଭୋଗମଣ୍ତପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

Show More

Related Articles

Back to top button