Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ : ମାର୍ଗଶିର ମାସ କୃଷ୍ଣ ନବମୀ ତିଥିରେ ଗୁରୁବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ।

Show More

Related Articles

Back to top button