Breaking PLUSଓଡ଼ିଶାମୁଖ୍ୟ ଖବର
କାଲି ଶ୍ରୀଜୀଉଙ୍କ ବନକ ଲାଗି, 6ଟାରୁ 10ଟା ଯାଏ ଦର୍ଶନ ବନ୍ଦ

ଭୁବନେଶ୍ୱର- ଆସନ୍ତାକାଲି ତା୧୫.୧୦.୨୦୨୫ରିଖ । ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।