Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି ଶୁକ୍ରବାର ହେଉଛି। ଜୟବିଜୟ ଦ୍ୱାର ନିକଟରେ କେହି ବାନ୍ତି କରି ଦେବାରୁ ବଡ ମହାସ୍ନାନ ନୀତି ହେବ। ବଡ ମହାସ୍ନାନ ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି।

Show More

Related Articles

Back to top button