Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ- ମାର୍ଗଶିର ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିନେଇ ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଂଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଗତକାଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button