Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ

କେନ୍ଦୁଝର- କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ। ହଷ୍ଟେଲରେ ପଶି ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିଅର ଛାତ୍ର ମାଡ଼ ମାରିଥିବା ଅଭିଯୋଗ। ଆକ୍ରମଣରେ ଆହତ ଜୁନିଅର ଛାତ୍ର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button