Breaking PLUSଓଡ଼ିଶାମୁଖ୍ୟ ଖବର

ଗିରଫ ହେଲେ ଜଗତସିଂହପୁର ରାହାମା ଫରେଷ୍ଟ ରେଞ୍ଜର

ଭୁବନେଶ୍ୱର- ଗିରଫ ହେଲେ ଜଗତସିଂହପୁର ରାହାମା ଫରେଷ୍ଟ ରେଞ୍ଜର  । ରାହାମା ଫରେଷ୍ଟ ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ  । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ  । ରେଞ୍ଜରଙ୍କର ୨ଟି କୋଠା ସହ ୫ଟି ମୂଲ୍ୟବାନ ପ୍ଲଟ ଠାବ ହୋଇଛି । ୨୫୦ ଗ୍ରାମ୍ ସୁନା ସହ ନଗଦ ୩.୬୯ ଲକ୍ଷ ଟଙ୍କା ଜବତ ହୋଇଛି ।ରେଞ୍ଜରଙ୍କର ୮୦.୬୮ ଲକ୍ଷ ଟଙ୍କାର ଡିପୋଜିଟ୍ ମଧ୍ୟ ଠାବ କରିଛି ଭିଜିଲାନ୍ସ ।

Show More

Related Articles

Back to top button