Breaking PLUSଦେଶମୁଖ୍ୟ ଖବରରାଜନୀତି

ରାଏବରେଲିରୁ ନାମାଙ୍କନ ଭରିଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ- କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ଆଜି ସକାଳେ କଂଗ୍ରେସ ଆମେଠି ଏବଂ ରାଏବରେଲି ଆସନରୁ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିଛି।

Show More

Related Articles

Back to top button