Breaking PLUSଓଡ଼ିଶାମୁଖ୍ୟ ଖବର
୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା
![](https://www.utkalprahari.com/wp-content/uploads/2022/09/rain-1631020784.jpg)
୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା -ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଜାରି -ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର -କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରେ ବର୍ଷା ସମ୍ଭାବନା -୧୯ ତାରିଖ ମଧ୍ୟରେ ଶୁଖିଲା ପାଗ ଅପରିବର୍ତ୍ତିତ ରହିବ