Breaking PLUSଓଡ଼ିଶାମୁଖ୍ୟ ଖବର
ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର- ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡାକୁ ଅରେଞ୍ଜ୍ ଆଲର୍ଟ କରାଯାଇଛି । ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡାକୁ ଆଲର୍ଟ । ୧୩ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।୫୦ରୁ ୬୦ କିମି ବେଗରେ ପବନ ବହିବା ବି ସମ୍ଭାବନା ରହିଛି ।