Breaking PLUSଓଡ଼ିଶାମୁଖ୍ୟ ଖବର

୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ-ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ହାଲୁକାରୁ ଅତ୍ୟନ୍ତ ହାଲୁଆ ଧରଣର ବର୍ଷା କିଛି ସ୍ଥାନରେ ହେବାର ଅଛି।

Show More

Related Articles

Back to top button