Breaking PLUSଓଡ଼ିଶାମୁଖ୍ୟ ଖବର

ପଶ୍ଚିମାଝଡ଼ ପ୍ରଭାବରେ ଆସୁଛି ପୁଣି ବର୍ଷା

ଭୁବନେଶ୍ୱର- ପଶ୍ଚିମାଝଡ଼ ପ୍ରଭାବରେ ଆସୁଛି ପୁଣି ବର୍ଷା । ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏକ୍ସରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏନେଇ ସୂଚନା ଦେଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button