Breaking PLUSଓଡ଼ିଶାମୁଖ୍ୟ ଖବର
19ରୁ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର-ଆସନ୍ତା ୧୯ ଓ ୨୦ରେ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ହାଲୁକା ବର୍ଷା ସହ କିଛି ସ୍ଥାନରେ ବିଜୁଳି, ଘଡ଼ଘଡି ହେବା ସମ୍ଭାବନା ରହିଛି । ୧୯ ତାରିଖରେ ୧୦ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝରରେ ବର୍ଷାହେବ ।ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ହାଲୁକା ବର୍ଷାର ସମ୍ଭାବନା ରହିଛି ।