Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍

ସମ୍ବଲପୁର- ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍ କରାଯାଇଛି । ଭୋର ପ୍ରାୟ ୪ଟାରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଚଢ଼ାଉ କରାଯାଇଛି । ପୋଲିସ ଫୋର୍ସ ସହ ସମ୍ବଲପୁର ଅତିରିକ୍ତ SP, ସଦର SDPO ସାମିଲ ହୋଇଛନ୍ତି । ବିପୁଳ ପରିମାଣର ଗୁଟ୍‌ଖା, ଖଇନି ସହ ଲାଇଟର ଜବତ କରାଯାଇଛି ।

 

 

Show More

Related Articles

Leave a Reply

Your email address will not be published. Required fields are marked *

Back to top button