Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଆସନ୍ତା ଜୁନ୍‌ ୧୮ ତାରିଖରେ ହେବ ଭୋଟିଂ

ଭୁବନେଶ୍ୱର, 27 ମେ- ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ ଏହି ବିଜ୍ଞପ୍ତି ଜାରି କରାଯାଇଛି।

ଜୁନ୍‌ ୧ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ୍‌ ୮ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ଆସନ୍ତା ଜୁନ ୧୮ ତାରିଖରେ ହେବ ଭୋଟିଂ। ସେହିଦିନ ଫଳାଫଳ ପ୍ରକାଶ ପାଇବ।

ସୂଚନାଯୋଗ୍ୟ,ବିଜେଡିରୁ ଇସ୍ତଫା ଦେଇଥିବା ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟଠାରେ ଆୟୋଜିତ ମିଶ୍ରଣ ପର୍ବରେ ଦେବାଶିଷ ପଦ୍ମ ଧରିଛନ୍ତି।

Show More

Related Articles

Back to top button