Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟସଭା ଉପନିର୍ବାଚନ ପାଇଁ ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର୍‌

ଭୁବନେଶ୍ୱର, 1 ଜୁନ- ରାଜ୍ୟସଭା ଉପନିର୍ବାଚନ ପାଇଁ ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର୍‌  । ବିଧାନସଭା ସଚିବ ସତ୍ୟବ୍ରତ ରାଉତଙ୍କୁ ରିଟର୍ଣ୍ଣିଂ ଅଫିସର୍‌ ଦାୟିତ୍ୱ ଦିଆଯାଇଛି । ସେହିପରି ବିଦ୍ୟାଧର ମାଝୀ ଯୁଗ୍ମ ସଚିବ ସହାୟକ ରିଟର୍ଣ୍ଣିଂ ଅଫିସର୍‌ ନିଯୁକ୍ତ ହୋଇଛନ୍ତି ।

ଆସନ୍ତା ଜୁନ୍‌ ୮ରେ ନାମାଙ୍କନ ଦାଖଲ ଶେଷ ତାରିଖ ରହିଥିବା ବେଳେ ୨୦ରେ ଭୋଟ୍ । ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ରାଜ୍ୟସଭା ଉପନିର୍ବାଚନ ।

Show More

Related Articles

Back to top button