Breaking PLUSମୁଖ୍ୟ ଖବରରାଜନୀତି

ନାମାଙ୍କନ ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର-ନାମାଙ୍କନ ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ ।  ନାମାଙ୍କନ ପ୍ରତ୍ୟାହାର ନେଇ ସେ ପ୍ରତିକ୍ରିୟା ରଖିଛନ୍ଲେତି । ଦଳୀୟ ନେତୃତ୍ୱଙ୍କ ନିଷ୍ପତ୍ତି ଅନୁସାରେ ନାମାଙ୍କନ ଦାଖଲ କରିଥିଲି । ଦଳ ନେତୃତ୍ୱର ନିଷ୍ପତ୍ତି ଅନୁସାରେ ନାମାଙ୍କନ ପ୍ରତ୍ୟାହାର କଲି । ପାର୍ଟିର ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା ଭାବେ ଦଳୀୟ ନିଷ୍ପତ୍ତି ପାଳନ କରିଛି । ଦଳର ଏହା ଆଭ୍ୟନ୍ତରୀଣ ଷ୍ଟ୍ରାଟେଜୀ ଥିଲା କହିଛନ୍ତି ଜଗନ୍ନାଥ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button