Breaking PLUSଓଡ଼ିଶାମୁଖ୍ୟ ଖବର

୩ ଲକ୍ଷ ୨୮,୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ରାସନ

ଭୁବନେଶ୍ୱର, 19 ଫେବୃୟାରୀ – ୩ ଲକ୍ଷ ୨୮,୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ରାସନ । ରାଜ୍ୟ ସରକାରଙ୍କ ପକ୍ଷରୁ ଇକେୱାସି ପ୍ରକ୍ରିୟା ପରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁକୁ ବାଦ ଦିଆଯାଇଛି ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ପାତ୍ର ।

ସର୍ବାଧିକ କେନ୍ଦୁଝରରେ ୩୫ ହଜାର ୫୫୦ ଜଣ ମୃତ ବ୍ୟକ୍ତି ରାସନ କାର୍ଡ ହାତେଇ ଥିବା ବେଳେ ଗଞ୍ଜାମରେ ୨୫ ହଜାର ୭୮୯,ମୟୁରଭଞ୍ଜ ରେ ୨୩ ହଜାର ୭୯୯, ରାୟଗଡ଼ା ରେ ୨୨ ହଜାର ୪୧୧ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ଚାଉଳ ।

Show More

Related Articles

Back to top button