Breaking PLUSଓଡ଼ିଶାମୁଖ୍ୟ ଖବର

ସାର୍ବଜନୀନ ହେବ ରତ୍ନଭଣ୍ଡାରର ଅଳଙ୍କାରର ତଥ୍ୟ

ଭୁବନେଶ୍ୱର, 15 ଫେବ୍ରୁଆରି – ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ରହିଛି ଖୁବଶୀଘ୍ର ତଥ୍ୟ ସାର୍ବଜନୀନ କରିବେ ରାଜ୍ୟ ସରକାର । ଗଣତି ମଣତି ଶେଷ ହେବା ପରେ ରତ୍ନ ଭଣ୍ଡାରେ କେତେ ଅଳଙ୍କାର ରହିଛି ତାର ତଥ୍ୟ ଦିଆଯିବ ବୋଲି ବିଧାନସଭାରେ କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମରାମତି କାର୍ଯ୍ୟ ବର୍ତ୍ତମାନ ଚାଲୁ ରହିଛି ମରାମତି ଶେଷ ହେବା ପରେ ଆରମ୍ଭ ହେବ ରତ୍ନ ଭଣ୍ଡାରର ଗଣତି ମଣତି । ଶେଷ ଥର ୧୯୭୮ ମସିହାରେ ରତ୍ନ ଭଣ୍ଡାର ଖୋଲାଯାଇ ଗଣତି ମଣତି କରାଯାଇଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button