Breaking PLUSଓଡ଼ିଶାମୁଖ୍ୟ ଖବର

2ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ପୁରୀ- ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଫେବ୍ରୁଆରି ୧୨ ଏବଂ ୧୩ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Show More

Related Articles

Back to top button