Breaking PLUSଓଡ଼ିଶାମୁଖ୍ୟ ଖବର

ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ଝାଡ଼ାବାନ୍ତି

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ଝାଡ଼ାବାନ୍ତି ବ୍ୟାପିଛି । କଟକ ରେଭେନ୍ସା ହଷ୍ଟେଲ ଛାତ୍ରଙ୍କୁ ଝାଡାବାନ୍ତି। ୧୫ରୁ ଅଧିକ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରୁ ପିଇବା ପାଣିରୁ ଫୁଡ ପଏଜନ ହୋଇଥିବା ଜଣାପଡିଛି । ପାଣି ପରୀକ୍ଷା ପାଇଁ ପଠାଯାଇଛି ।

ଗତକାଲି ରାତିରେ ହଷ୍ଟେଲର ଅନ୍ତେବାସୀମାନେ ଭାତ, ରୁଟି, ଅଣ୍ଡା ତଡକା ଓ ଭଜା ଖାଇଥିଲେ । ହଷ୍ଟେଲରେ ପ୍ରାୟ ୧୮୦ ଛାତ୍ର ରହୁଥିଲେ । ଏହାପରେ ଛାତ୍ରମାନେ ଅସୁସ୍ଥ ଅନୁଭବ କରିଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା।

Show More

Related Articles

Back to top button