Breaking PLUSଓଡ଼ିଶାମୁଖ୍ୟ ଖବର
		
	
	
ଆଜି ପାଇଁ ୫ ଜିଲ୍ଲାକୁ ରେଡ୍, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ

ଭୁବନେଶ୍ୱର- ଆଜି ପାଇଁ ୫ ଜିଲ୍ଲାକୁ ରେଡ୍, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଥିବା ବେଳେ ଗଜପତି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ଅବଶିଷ୍ଟ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
 
				 
					


