Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ରେଙ୍ଗାଲି ଛାଡିଲା ବର୍ଷର ପ୍ରଥମ ବନ୍ୟାଜଳ

ଣିହା : ସୋମବାର ରେଙ୍ଗାଲି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି। ଡ୍ୟାମର କେବଳ ଗୋଟିଏ ଗେଟ ଖୋଲା ଯାଇଛି । ୮ ନମ୍ବର ଗେଟ ଦେଇ ବନ୍ୟାଜଳ ତଳମୁଣ୍ଡକୁ ଛଡା ଯାଉଛି। ଡ୍ୟାମର ଜଳ ଧାରଣା କ୍ଷମତା ୧୨୩.୫୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳସ୍ତର ୧୨୧.୯୫ ମିଟର ରହିଛି । ଡ୍ୟାମ ଭିତରକୁ ୭,୮୦୦ ଘନମିଟର ଜଳ ପ୍ରବେଶ କରୁଥିବା ବେଳେ ପାଓ୍ୱାର ଟନେଲ ଦେଇ ୫୮୭.୩୮ ଘନ ମିଟର ଜଳ ନିଷ୍କାସିତ ହେଉଛି ।

Show More

Related Articles

Back to top button