Breaking PLUSଓଡ଼ିଶାମୁଖ୍ୟ ଖବର
ଅଧିକ ଖରା ହେଉଥିବା ସ୍ଥାନରେ ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟ ସ୍ଥଳୀ

ଭୁବନେଶ୍ୱର, 18 ଏପ୍ରିଲ- ହିଟ୍ ୱେଭ୍କୁ ସାମ୍ନା କରିବା ପାଇଁ ନୂଆ SOP ପ୍ରସ୍ତୁତ କଲା ରାଜସ୍ବ ବିଭାଗ । ଅଧିକ ଖରା ହେଉଥିବା ସ୍ଥାନରେ ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟ ସ୍ଥଳୀ ।
ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୧୧ରୁ ୩ଟା ପର୍ଯ୍ୟନ୍ତ ଯାତ୍ରୀ ଓ ମାଲ୍ ପରିବହନ ଉପରେ ତଦାରଖ କରାଯିବ । ରାସ୍ତାରେ ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣିର ବ୍ୟବସ୍ଥା ରହିବ । ଅଂଶୁଘାତ ମୃତ୍ୟୁ ପାଇଁ ରିପୋର୍ଟ ପାଇବାର ୨୪ ଘଣ୍ଟାରେ ମିଳିବ କ୍ଷତିପୂରଣ । AC ନଥିବା ଗାଡ଼ି ଚାଲିଲେ କାହାର ଅସୁବିଧା ହେଲେ ମାଲିକ ଦାୟୀ ରହିବେ ।



