Breaking PLUSଦେଶମୁଖ୍ୟ ଖବର

ବାପା ହେଲେ ରୋହିତ ଶର୍ମା

ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଦ୍ବିତୀୟ ସନ୍ତାନର ପିତା ହୋଇଛନ୍ତି। ରୋହିତଙ୍କ ପତ୍ନୀ ଋତିକା ମୁମ୍ବଇର ଏକ ଘରୋଇ ଡାକ୍ତରଖାନାରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ପୂର୍ବରୁ ତାଙ୍କର ଏକ ଝିଅ ଥିଲା। ଏହି ଖବର ଆସିବା ପରେ ବିଭିନ୍ନ ଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଭାରତୀୟ ଦଳ ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ଶୃଙ୍ଖଳା ଖେଳିବା ଲାଗି ଅଷ୍ଟ୍ରେଲିଆରେ ଅଛି। ପିତା ହେବାକୁ ଥିବାରୁ ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ଗସ୍ତ କରିନାହାନ୍ତି।

Show More

Related Articles

Back to top button