Breaking PLUSଓଡ଼ିଶାମୁଖ୍ୟ ଖବର

ପହଲଗାମ୍‌ ଆକ୍ରମଣ ଘଟଣାକୁ ନେଇ ସବୁ ଷ୍ଟେସନ୍‌ରେ ଫ୍ଲାଗ୍‌ ମାର୍ଚ

ପହଲଗାମ୍‌ ଆକ୍ରମଣ ଘଟଣାକୁ ନେଇ ସବୁ ଷ୍ଟେସନ୍‌ରେ ଫ୍ଲାଗ୍‌ ମାର୍ଚ କରାଯାଇଛି । ଭୁବନେଶ୍ବର ରେଲୱେ ଷ୍ଟେସନ୍‌ରେ RPF ପକ୍ଷରୁ ଫ୍ଲାଗ୍‌ ମାର୍ଚ୍ଚ କରାଯାଇଛି । ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ଜିନିଷ ଦେଖିବା ମାତ୍ରେ ଜଣାଇବାକୁ ପରାମର୍ଶ ଦିଆଯାଇଛି । ମାଇକ ଜରିଆରେ ଯାତ୍ରୀମାନଙ୍କୁ ସଚେତନ କରାଯାଉଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button