Breaking PLUSଓଡ଼ିଶାମୁଖ୍ୟ ଖବର

ସହଦେବ ନାୟକ ହତ୍ୟା ମାମଲା, ଆଉ ଜଣେ ଗିରଫ

ଭୁବନେଶ୍ୱର: ବିଚ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା। ଅନ୍ୟତମ ଅଭିଯୁକ୍ତ ସୁଶାନ୍ତ ନାୟକ ଗିରଫ । କଟକ ଜିଲ୍ଲା କାନପୁର ଥାନା ଅଞ୍ଚଳରୁ ମଞ୍ଚେଶ୍ଵର ଥାନା ପୁଲିସ୍ ସୁଶାନ୍ତକୁ ଗିରଫ କରିଛି। ସୁଶାନ୍ତ ସହଦେବଙ୍କୁ ହତ୍ୟା କରିବା ପରେ ନିଜ ଗାଡି ଛାଡି ଫେରାର୍ ହୋଇଯାଇଥିଲା। ପୂର୍ବରୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାଏକ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କରିଥିଲା।

Show More

Related Articles

Back to top button