Breaking PLUSଓଡ଼ିଶାମୁଖ୍ୟ ଖବର
ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା

ଭୁବନେଶ୍ୱର- ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା । କମିଶନରେଟ୍ ପୋଲିସକୁ ତଦନ୍ତରେ ସହଯୋଗ କରିବ କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ହେବ ତଦନ୍ତ । ସହିଦନଗର ଗଣଦୁଷ୍କର୍ମ ମାମଲାରେ ୨ ଜଣଙ୍କୁ ଗିରଫ କରାଯାଇଛି । ଚାକିରି ଦେବାକୁ କହି ଭଡ଼ା ଘରକୁ ଡାକି ଦୁଷ୍କର୍ମ କରିଥିଲେ ୨ ଯୁବକ ।



