Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ବଲପୁରରେ ଜଣଙ୍କୁ ଧକ୍କା ଦେଲା ଆମ ବସ୍

ଭୁବନେଶ୍ୱର, 8 ମେ- ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର ସୁରେନ୍ଦ୍ର ମହାନନ୍ଦ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ ବୁର୍ଲା ଭୀମ୍‌ସାରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ତେବେ ମୁସ୍କାନ ମହାନନ୍ଦଙ୍କ ଏତଲା ଆଧାରରେ ବୁର୍ଲା ଥାନାରେ କେସ୍‌ ନମ୍ବର ୨୦୪/୨୬ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ କରୁଛି।

Show More

Related Articles

Back to top button