Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ରୁକ୍ସାନାଙ୍କ ମୃତ୍ୟୁକୁ ନେଇ ଏବେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ୧୫ ଦିନ ତଳେ ବଲାଙ୍ଗିରରେ ଶୁଟିଂ ଚାଲିଥିଲାବେଳେ ସେ ରୁକ୍ସାନା ଅସୁସ୍ଥ ହୋଇପଡ଼ିଥିଲେ। ସେ ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇଥିବା କୁହାଯାଉଥିବାବେଳେ ପରିବାର ଲୋକେ ଏହାକୁ ଖଣ୍ଡନ କରିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button