Breaking PLUSଓଡ଼ିଶାମୁଖ୍ୟ ଖବର

ଏସ୍‌ଆଇ ସ୍କାମ୍‌ର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟିକୁ ଜେରା

କଟକ : ଓଡିଶାରେ ପହଞ୍ଚିଛି ପୁଲିସ୍‌ ଏସ୍‌ଆଇ ସ୍କାମ୍‌ର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି। ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ଵରକୁ ଆଣି ସିଧାସଳଖ କଟକ କ୍ରାଇମବ୍ରାଞ୍ଚ ହେଡ୍ ଅଫିସକୁ ନେଇଥିଲା। ସେଠାରେ ଶଙ୍କର ପୃଷ୍ଟି ଓ ମୁନ୍ନା ମହାନ୍ତିଙ୍କୁ ମୁହାଁମୁହିଁ ଜେରା କରାଯାଇଛି। କ୍ରାଇମବ୍ରାଞ୍ଚ ମୁନ୍ନାକୁ ୫ ଦିନିଆ ରିମାଣ୍ଡରେ ଆଣି ସାରିଛି। ସେପଟେ କ୍ରାଇମବ୍ରାଞ୍ଚ ଶଙ୍କର ପୃଷ୍ଟିର ଗିରଫଦାରୀ ନେଇ ପ୍ରେସ୍‌ ରିଲିଜ୍ ଦେଇଛି। ଶଙ୍କରଠାରୁ ଗୋଟିଏ ଫର୍ଚୁନର , ଦୁଇଟି ଆଇଫୋନ୍ ଏବଂ ପାସପୋର୍ଟ ଜବତ କରାଯାଇଛି।

Show More

Related Articles

Back to top button