Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଘସିପୁରାରୁ ସ୍ୱାଧୀନ ଭାବେ ଲଢିବେ ସୌମ୍ୟ ପଟ୍ଟନାୟକ

ଘସିପୁରା ବିଧାନସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢିବେ ସୌମ୍ୟ ପଟ୍ଟନାୟକ । ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ସ୍ବାଧୀନ ଭାବେ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ଏନେଇ ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ପୂର୍ବରୁ ସେ ବିଜେପିରୁ ଘସିପୁରାରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ବିଜେପି ଶମ୍ଭୁନାଥ ରାଉତଙ୍କୁ ବିଧାୟକ ପ୍ରାର୍ଥୀ ଭାବେ ଟିକେଟ ଦେବା ପରେ ସୌମ୍ୟ ସ୍ବାଧୀନ ଭାବେ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି ।

Show More

Related Articles

Back to top button