Breaking PLUSଓଡ଼ିଶାମୁଖ୍ୟ ଖବର
ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ

ଭୁବନେଶ୍ୱର- ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ପିଲା ପଢିବେ ନୂଆ ବହି । ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ । ପାଠ୍ୟପୁସ୍ତକ ପରିବର୍ତ୍ତନ କରିବା ପାଇଁ ସରକାରଙ୍କ ପରିକଳ୍ପନା ରହିଛି । ପ୍ରସ୍ତୁତି ପ୍ରକ୍ରିୟା ପର୍ଯ୍ୟାୟ କ୍ରମେ ଜାରି ରହିଛି କହିଲେ ଗଣଶିକ୍ଷା ମନ୍ତ୍ରୀ ।



