Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ସରଣ୍ଡା ବାଲିବା ଜଙ୍ଗଲରେ ସୁରକ୍ଷା କର୍ମୀ-ନକ୍ସଲ୍‌ ଗୁଳି ବିନିମୟ

ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ

କୋଇଡ଼ା: ସରଣ୍ଡା ବାଲିବା ଜଙ୍ଗଲରେ ସୁରକ୍ଷା କର୍ମୀ-ନକ୍ସଲ୍‌ ଗୁଳି ବିନିମୟ ଜାରି ରହିଛି । ଏହାପରେ ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ ଜାରି କରାଯାଇ ସର୍ଚ୍ଚ ଅପରେସନ୍‌ ଜୋରଦାର କରାଯାଉଛି ।

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୫ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଆହତ ଯବାନଙ୍କୁ ଚିକିତ୍ସା ପାଇଁ ରାଞ୍ଚିକୁ  ଏୟାର୍‌ ଲିପ୍ଟିଂ କରାଯାଇଛି । ଗୁଳି ବିନିମୟରେ ୩-୪ ନକ୍ସଲ ମୃତ ଓ କିଛି ଆହତ ହୋଇଥିବା ଆଶଙ୍କା କରାଯାଉଛି ।

Show More

Related Articles

Back to top button