Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ ଅସୁସ୍ଥ

କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରବଳ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା। ତା’ ସହିତ ତାଙ୍କର ୟୁରିନ ଇନ୍‌ଫେକ୍ସନ ହୋଇଛି। ତେଣୁ ପ୍ରଚାର କାର୍ଯ୍ୟ ଛାଡ଼ି ଚିକିତ୍ସିତ ହେବାକୁ ଓ ବିଶ୍ରାମ ନେବାକୁ ସେ ଭୁବନେଶ୍ୱର ଫେରି ଆସିଛନ୍ତି।

Show More

Related Articles

Back to top button