Breaking PLUSଓଡ଼ିଶାମୁଖ୍ୟ ଖବର
ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀକୁ ପୁନର୍ଗଠନ

ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀକୁ ପୁନର୍ଗଠନ ହେବ । ଏହା ପର ମାସରେ GPLF, CPL ଓ BLFଙ୍କୁ ଜିଲ୍ଲାସ୍ତର ଓ ରାଜ୍ୟସ୍ତରରେ ନୂଆ ନିଯୁକ୍ତି ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ଅଛନ୍ତି । ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାକୁ ଆରମ୍ଭ କରିଛନ୍ତି ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।