Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ଶ୍ରୀଜୀଉଙ୍କ ବନକଲାଗି, 5ଘଂଟା ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର, 5 ମାର୍ଚ୍ଚ – ଆଜି ଫାଲଗୁନ:ଶୁକ୍ଳ ଷଷ୍ଠୀ ତିଥି । ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।