Breaking PLUSଓଡ଼ିଶାମୁଖ୍ୟ ଖବର
କାଲି ଶ୍ରୀଜୀଉଙ୍କ ବନକଲାଗି ନୀତି

ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।


