Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ-  ଆସନ୍ତାକାଲି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।

Show More

Related Articles

Back to top button