Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି, 4 ଘଂଟା ଦର୍ଶନ ବନ୍ଦ

ପୁରୀ: ଆଜି ବୈଶାଖ କୃଷ୍ଣପକ୍ଷ ଚତୁର୍ଥୀ ତିଥି  । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସ୍ବତ୍ବ ଲିପି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ନୀତି ପାଇଁ ସୋମବାର ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

Show More

Related Articles

Back to top button