Breaking PLUSଓଡ଼ିଶାମୁଖ୍ୟ ଖବର

ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି

ପୁରୀ- ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ASI ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ବତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତାପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରି ରିପୋର୍ଟ ଦାଖଲ କରିବାକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଗତକାଲି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ କରାଯାଇଥିଲା। ଗତକାଲି ରତ୍ନ ଭଣ୍ଡାର ତଦାରଖ କରି ଫେରିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଥିଲେ ।

Show More

Related Articles

Back to top button