Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣାରେ କଠୋର ଦଣ୍ଡବିଧାନ- ଆଇନ ମନ୍ତ୍ରୀ

ପୁରୀ- ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍‌ ଘଟଣା; ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା  । କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର । କଠୋର ପଦକ୍ଷେପ ନେଇ କିପରି ବନ୍ଦ କରାଯିବ ଆଲୋଚନା ଚାଲିଛି । ପୁରୁଣା ଆଇନରେ ଅନେକଗୁଡ଼ିଏ ଦଣ୍ଡବିଧାନର ପ୍ରାବଧାନ ଅଛି । ସେଥିରେ କିଛିଟା ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଚାଲିଛି ।ମନ୍ଦିର ଭିତରେ ଫଟୋ ଉଠା ସମ୍ପୂର୍ଣ୍ଣ ବନ୍ଦ କରିବାକୁ ପ୍ରକ୍ରିୟା ଚାଲିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button