Breaking PLUSଓଡ଼ିଶାଦେଶମୁଖ୍ୟ ଖବର
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୬ ମାଓବାଦୀ ନିହତ

ଭୁବନେଶ୍ୱର- ଆନ୍ଧ୍ର ପ୍ରଦେଶରେ ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଛନ୍ତି । ଆଲୁରି ସୀତାରାମ ରାଜୁ ଜିଲ୍ଲା ମେରେଡୁମୁଲିରେ ଗୁଳି ବିନିମୟ ହୋଇଛି । ନିହତଙ୍କ ମଧ୍ୟରେ ଜଣେ ଟପ୍ ମାଓନେତା ଥିବା ସୂଚନା ମିଳିଛି ।



